ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ମଘା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।
ପୂ,ଫାଲଗୁନି- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ଉ,ଫାଲଗୁନି- ସାମାଜିକ କାର୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବ॥
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮