ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ବିଶାଖା- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ।
ଅନୁରାଧା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବ ।
ଜ୍ୟେଷ୍ଠା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯