ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଅହୋରାତ୍ର, ତିଥି- ୬ଷ୍ଠୀ ରାତ୍ରି ୧୦.୦୯ ଗତେ ୭ମୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୦୮ ପର୍ଯ୍ୟନ୍ତ, ରାତ୍ରି ୧୦.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ଉ,ଷାଢା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ମାନସିକ ଏକାଗ୍ରତା ରଖିପାରିବେ ନାହିଁ ।
ଶ୍ରବଣା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମନିର୍ଭରଶୀଳ ରହିବେ ।
ଧନିଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫