• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2025: ହୋଲିରେ ଏହି ରାଶିରେ ଘଟିବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ରାଶିଫଳ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୨.୩୩ ଗତେ ୨ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୫୪ ଗତେ ।ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Taurus

ବୃଷ

Saturday 15 Mar 2025

କୃତିକା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ ।
ରୋହିଣୀ- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ଥୀ ପଢାରେ ତୃଟି କରିପାରନ୍ତି ।
ମୃଗଶିରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ  ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS