• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2025: ହୋଲିରେ ଏହି ରାଶିରେ ଘଟିବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ରାଶିଫଳ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୨.୩୩ ଗତେ ୨ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୫୪ ଗତେ ।ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Aquarius

କୁମ୍ଭ

Saturday 15 Mar 2025

ଧନିଷ୍ଠା- ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।
ଶତଭିଷା- ସମ୍ପର୍କୀୟମାନଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ ।  ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ ।
ପୂ,ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ  ।
 
ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS