ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୨.୩୩ ଗତେ ୨ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୫୪ ଗତେ ।ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ଉ,ଫଳଗୁନି- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ହସ୍ତା- ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ ।
ଚିତ୍ରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫