• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2025: ହୋଲିରେ ଏହି ରାଶିରେ ଘଟିବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ରାଶିଫଳ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୨.୩୩ ଗତେ ୨ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୫୪ ଗତେ ।ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Scorpio

ବିଛା

Saturday 15 Mar 2025

ବିଶାଖା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି ।  ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।  ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।
ଜ୍ୟେଷ୍ଠା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ।
 
ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS