ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୨.୩୩ ଗତେ ୨ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୫୪ ଗତେ ।ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ଉ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶ୍ରବଣା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର୍ୟ୍ୟ ସହଯୋଗ ମିଳିବ ।
ଧନିଷ୍ଠା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮