• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Aries

ମେଷ

Monday 15 May 2023

ଅଶ୍ୱନୀ- ବହୁ ଦିନରୁ ଲାଗି ରହିଥିବା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ଆକସ୍ମିକ ଧନ ଲାଭ ହୋଇପାରେ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ

ଦ୍ୱିଜା- ଅଧା ଥିବା କାମ ପୁରା କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିପାରେ । ଶିକ୍ଷାର୍ଥୀଙ୍କ ଉଚ୍ଚ ଆଶା ସଫଳ ହୋଇପାରେ ।

କୃତିକା- ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳିରେ ପରିବର୍ତନ ଆଣିବେ

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :