• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Taurus

ବୃଷ

Monday 15 May 2023

କୃତିକା- ଶାରୀରିକ କ୍ଲାନ୍ତି ଦୂର ହୋଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ରୋହିଣୀ- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ

ମୃଗଶିରା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ ।

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :