• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Capricorn

ମକର

Monday 15 May 2023

ଉ, ଷାଢା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ ।

ଶ୍ରବଣା- ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ । ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ଧନିଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :