• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Pisces

ମୀନ

Monday 15 May 2023

ପୂ, ଭାଦ୍ରପଦ- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।

ଉ, ଭାଦ୍ରପଦ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ

ରେବତୀ- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :