• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Gemini

ମିଥୁନ

Monday 15 May 2023

ମୃଗଶିରା- ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ

ଆଦ୍ରା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ପୁନର୍ବସୁ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ

ପ୍ରତିକାର – ମାଆ ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :