• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Cancer

କର୍କଟ

Monday 15 May 2023

ପୁନର୍ବସୁ- ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର‌୍ୟ୍ୟରେ ସଫଳତା ହାସଲ କରିପାରିବେ ।

ପୁଷ୍ୟା- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।

ଅଶ୍ଳେଷା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର‌୍ୟ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :