• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Virgo

କନ୍ୟା

Monday 15 May 2023

ଉ- ଫାଲ୍‌ଗୁନୀ- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ

ହସ୍ତା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର‌୍ୟ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ

ଚିତ୍ରା- ରାଜନୀତିରେ ନିଷ୍କ୍ରିୟ ରହିବାର ସୂଚନା ମିଳିବ । କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :