• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Leo

ସିଂହ

Monday 15 May 2023

ମଘା- ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି

ପୂ- ଫାଲ୍‌ଗୁନୀ- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ

ଉ- ଫାଲ୍‌ଗୁନୀ- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :