• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Scorpio

ବିଛା

Monday 15 May 2023

ବିଶାଖା- ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ

ଅନୁରାଧା- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ବହୁତ ଆଗକୁ ଯିବେ

ଜ୍ୟୋଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :