• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Sagittarius

ଧନୁ

Monday 15 May 2023

ମୂଳା-ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । କାର‌୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ

ପୂ, ଷାଢା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।

ଉ, ଷାଢା- ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :