• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 15 May 2023

ଧନିଷ୍ଠା- ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ

ଶତଭିଷା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ

ପୂ, ଭାଦ୍ରପଦ- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :