• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Wednesday 15 May 2024

ଅଶ୍ୱନୀ- ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସନ୍ତାନଙ୍କ ପାଇଁ କୈାଣସି ମହତ୍ୱ ପୂର୍ଣ୍ଣ କାମ ହୋଇପାରେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।

ଦ୍ୱିଜା- ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାର୍ଯ୍ୟ ପାଇବେ । ରାଜନିତିରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।

କୃତିକା-ପରହାତ ଥିବା ସହଜ ରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ଦାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :