• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Wednesday 15 May 2024

କୃତିକା- ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ । ବ୍ୟବସାୟିରେ ଚୁକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପାରେ । ସରକାରୀ ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଟଙ୍କା ରୋଜଗାର କରିବାର ସୁଯୋଗ ମିଳିବ

ରୋହିଣୀ- ପାରିବାରିକ ଜୀବନରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିବେ । ଜୀବନ ସାଥୀଙ୍କ ସହିତ ଦୂର ସ୍ଥାନ ପରିଦର୍ଶନ କରି ଉପକୃତ ହେବେ । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି

ମୃଗଶିରା- ଉଚ୍ଚଶିକ୍ଷା ଲାଭ ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :