• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Wednesday 15 May 2024

ଧନିଷ୍ଠା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ । କରିବେ କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ

ଶତଭିଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ

ପୂ, ଭାଦ୍ରପଦ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :