• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Wednesday 15 May 2024

ଚିତ୍ରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ

ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ 

ବିଶାଖା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :