• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଦିବା ୦୩.୨୫ ଗତେ ସିଂହ, ତିଥି-୮ମୀ ଅହୋରାତ୍ର,ଘାତଚନ୍ଦ୍ର- ଦିବା ୦୩.୨୫ ଗତେ କର୍କଟ ଓ ମକର ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Wednesday 15 May 2024

ମୂଳା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।

ପୂ, ଷାଢା- ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ ।

ଉ, ଷାଢା- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :