ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ
ଅଶ୍ୱନୀ – ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।
ଦ୍ୱିଜା – ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ ।
କୃତିକା – ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯