• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନ କିଣିପାରନ୍ତି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ

Gemini

ମିଥୁନ

Tuesday 15 Nov 2022

ମୃଗଶିରା - ପରିବାରରେ ଅପେକ୍ଷାକୃତ ସୁସ୍ଥ ବାତାବରଣ ଦେଖାଦେବ ଓ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ଆଦ୍ରା - ରାଜନୀତି କ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତିହେବ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ।

ପୁନର୍ବସୁ - ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର – ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :