• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନ କିଣିପାରନ୍ତି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ

Leo

ସିଂହ

Tuesday 15 Nov 2022

ମଘା – ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଆଶ୍ଚର୍ଯ୍ୟ ଜନକ କାମ କରିବେ ।

ପୂ , ଫାଲଗୁନୀ - ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ

ଉ ,ଫାଲଗୁନୀ – ମାଲିମକନ୍ଦମାରେ ଶୁଭ ସୂଚନା ପାଇବେ । ନାରୀ ମାନେ ଧର୍ଯ୍ୟଶୀଳ ହେବେ

ପ୍ରତିକାର – ଶ୍ରୀ ରାମଙ୍କ ମନ୍ତ୍ର ପାଠ କରନ୍ତୁ
 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :