• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନ କିଣିପାରନ୍ତି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ

Libra

ତୁଳା

Tuesday 15 Nov 2022

ଚିତ୍ରା – ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । କୈାଣସି ସଂପର୍କୀୟ ଆପଣଙ୍କୁ ସାହାର୍ଯ୍ୟ ମାଗିବେ । କର୍ମକ୍ଷେତ୍ରରେ ଶତୃମାନେ ପରାଜିତ ହେବେ ।

ସ୍ୱାତୀ – ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ୍ ହେବେ ।

ବିଶାଖା – ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳା ମାନେ ଆତ୍ମ ନିର୍ଭର ଶୀଳ ହେବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :