• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନ କିଣିପାରନ୍ତି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ

Sagittarius

ଧନୁ

Tuesday 15 Nov 2022

ମୂଳା – ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ, ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଜୀବନ ସାଥିଙ୍କ ସହିତ ଅଧିକ ସମୟ ବିତାଇବେ

ପୂ , ଷାଢା –ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ ।

ଉ , ଷାଢା – ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନଙ୍କର ମାନ ସମ୍ମାନ ପ୍ରାପ୍ତି ହୋଇପାରେ

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :