• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନ କିଣିପାରନ୍ତି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ

Capricorn

ମକର

Tuesday 15 Nov 2022

ଉ , ଷାଢା - ପାରିବାରିକ ଜୀବନରେ ଦିଗଭ୍ରନ୍ତା ଭଳି ପ୍ରଭାବ ଦେଖାଦେବ । ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ

ଶ୍ରବଣା – ଚାକିରି କ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ଜନ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ

ଧନିଷ୍ଠା – ମାଲିମକନ୍ଦମାରେ ଫସି ଯାଇ ପାରନ୍ତି । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :