• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Aries

ମେଷ

Wednesday 15 Nov 2023

ଅଶ୍ୱନୀ- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ
ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ
କୃତିକା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :