• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Taurus

ବୃଷ

Wednesday 15 Nov 2023

କୃତିକା-– ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।  ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।  ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ
ରୋହିଣୀ- ପରିବାର ସଦସ୍ୟଙ୍କ ସହିତ ଏକ  ତୀର୍ଥ  ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି
ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।  ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :