• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Aquarius

କୁମ୍ଭ

Wednesday 15 Nov 2023

ଧନିଷ୍ଠା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ
ଶତଭିଷା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ  ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ
ପୂ,ଭାଦ୍ରପଦ-  ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।  ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :