• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 15 Nov 2023

ମୃଗଶିରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ଆଦ୍ରା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ
ପୁନର୍ବସୁ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ ।  

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :