• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Cancer

କର୍କଟ

Wednesday 15 Nov 2023

ପୁନର୍ବସୁ- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖା ଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ
ପୁଷ୍ୟା- କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ ।  ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି
ଅଶ୍ଲେଷା-ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :