• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Leo

ସିଂହ

Wednesday 15 Nov 2023

ମଘା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ
ପୂ,ଫାଲଗୁନି- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ
ଉ,ଫାଲଗୁନି- ଛାତ୍ରଛାତ୍ରୀମାନଙ୍କୁ  ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ ।  ରାଜନୀତିରେ ଚାପରେ ଗତି କରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :