• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 15 Nov 2023

ଉ,ଫାଲଗୁନି-ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ
ହସ୍ତା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ
ଚିତ୍ରା- ଶତ୍ରୁକୁ ଶରଣାଗତ କରାଇପାରନ୍ତି ।  ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାଯ୍ୟ , ସହଯୋଗ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :