• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Scorpio

ବିଛା

Wednesday 15 Nov 2023

ବିଶାଖା- ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ
ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳିରେ ପରିବର୍ତ୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।   ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ 
ଜ୍ୟେଷ୍ଠା-ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :