• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 15 Nov 2023

ମୂଳା- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ
ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ
ଉ,ଷାଢା- କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି  । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ।

ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :