• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Nov 2023: ନୂଆ ଗାଡ଼ି କିଣିବାର ଆଶା ପୂରଣ ହୋଇପାରେ, କମ୍ ପରିଶ୍ରମରେ ଆଶାଜନକ ଫଳ ମିଳିପାରେ...

ସୌର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର, ଚନ୍ଦ୍ର- ବିଛା ରାତ୍ରି ୦୩.୦୦ ଗତେ ଧନୁ ତିଥି-  ୨ୟା ଦିବା ୦୧.୪୭ ଗତେ ୩ୟା  ଘାତଚନ୍ଦ୍ର- ରାତ୍ରି ୦୩.୦୦ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୪୭ ପର୍ଯ୍ୟନ୍ତ

Capricorn

ମକର

Wednesday 15 Nov 2023

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ ।  ଜୀବିକା ଅର୍ଜନରେ ସଫଳତା ଲାଭ  ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ     
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ
ଧନିଷ୍ଠା- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି 

ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ  କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :