ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି ।
ଉ,ଷାଢା- କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ଶ୍ରବଣା- ନବବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ।
ଧନିଷ୍ଠା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡିମୋଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮