• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Taurus

ବୃଷ

Saturday 15 Oct 2022

କୃତିକା - ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ବାହାରେ ଭୋଜନ କରିବେ । ନୂଆ ବେପାର ସମ୍ବନ୍ଧରେ ଯାତ୍ରା ଫଳପ୍ରଦ ହେବ

ରୋହିଣୀ – ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ

ମୃଗଶିରା – ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ମହିଳାଙ୍କୁ ଭଲ ଚାକିରିର ସୁଯୋଗ ରହିଛି

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :