• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Aquarius

କୁମ୍ଭ

Saturday 15 Oct 2022

ଧନିଷ୍ଠା –ଗୋଡରେ ଆଘାତ ଲାଗିପାରେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର ରଖି ପ୍ରିୟ ପାତ୍ର ହୋଇପାରିବ । ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ ।

ଶତଭିଷା – ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ବ୍ୟପାପରେ ପ୍ରଗତିରେ ଯଥେଷ୍ଟ ଧ୍ୟାନ ଦିଅନ୍ତୁ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ

ପୂ , ଭାଦ୍ରପଦ – କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । କୈାଣସି ମହିଳାଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :