• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Pisces

ମୀନ

Saturday 15 Oct 2022

ପୂ , ଭାଦ୍ରପଦ - ଶାରୀରିକ ଅବୋନ୍ନତି ଦେଖା ଦେଇପାରେ । ପରିବାର ଲୋକଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ

ଉ , ଭଦ୍ରପଦ - ଯାନ୍ତ୍ରିକ ଶିଳ୍ପରେ ଲାଭବାନ ହେତୁ ଖୁସି ରହିବେ । ଦୁଃସାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ

ରେବତୀ – ପୂର୍ବ ମାମଲା ସମାଧାନ କରିବେ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :