• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Libra

ତୁଳା

Saturday 15 Oct 2022

ଚିତ୍ରା – ଭାବପ୍ରବଣ ରହିଲେ ମନରେ ଅଶାନ୍ତି ବଢିବ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ସ୍ୱାତୀ – ରାଜନୀତିରେ ସଫଳତା ପାଇବେ । କ୍ଷୁଦ୍ର ଉଦ୍ୟୋଗ କ୍ଷେତ୍ରରେ ଥିବା ଲୋକଙ୍କୁ ଯଥେଷ୍ଟ ଲାଭ ପାଇବେ

ବିଶାଖା – ଜମିକୁ ନେଇ ଲାଗି ରହିଥିବା ବିବାଦର ସମାଧାନ ହେବ । ମହିଳା ମାନେ କର୍ମ ତତ୍ପର ରହିବେ

ପ୍ରତିକାର –ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :