• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Scorpio

ବିଛା

Saturday 15 Oct 2022

ବିଶାଖା – ସହକର୍ମୀଙ୍କ ତ୍ରୁଟିରେ ବିରକ୍ତି ହୋଇପାରନ୍ତି । ବ୍ୟବସାୟ ବିଷୟରେ ଭଲ କଥା କହିବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ

ଅନୁରାଧା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଭଲ କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ

ଜ୍ୟେଷ୍ଠା – ଭୂ-ସମ୍ପତି କିଣିବା ଯୋଗ ରହିଛି । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାଯ୍ୟ କରିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :