• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Sagittarius

ଧନୁ

Saturday 15 Oct 2022

ମୂଳା – ଦେହ ଭଲ ରହିବ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ

ପୂ , ଷାଢା – ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । ରାଜନୀତିରେ ସାମିଲ ହେବା ପାଇଁ ସୁଯୋଗ ଆସିପାରେ 

ଉ , ଷାଢା – କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :