Daily Horoscope 15th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ

Aries

ମେଷ

Saturday 15 Oct 2022

ଅଶ୍ୱନୀ – ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଲାଗିରହିବ

ଦ୍ୱିଜା – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ

କୃତିକା – କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ଆତ୍ମ ନିର୍ଭରଶୀଳ ହେବେ

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :