• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମରେ ପଡିବ ଫାଟ, ସତର୍କ ରୁହନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 15 Oct 2024

ମୃଗଶିରା-ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ

ଆଦ୍ରା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ପୁନର୍ବସୁ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :