• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମରେ ପଡିବ ଫାଟ, ସତର୍କ ରୁହନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 15 Oct 2024

ପୁନର୍ବସୁ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ପୁଷ୍ୟା- ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ଅଶ୍ଲେଷା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତିଇ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :